Masthead

ୱାର୍ଡ ନଂ ୭ରେ ବିଜେଡିର ବିଲ୍ଲୋଷ ଜେନାପୁରି ବିଜୟୀ

ଅତାବିରା (ବଡ଼ ଖବର ବ୍ୟୁରୋ):  ଅତାବିରା ଏନଏସି ନର୍ବାଚନ ପାଇଁ ଚାଲିଛି ଭୋଟ ଗଣତି । ୱାର୍ଡ ନଂ ୭ରେ ବିଜେଡିର ବିଲ୍ଲୋଷ ଜେନାପୁରି ୧୭୦ ଖଣ୍ଡ ଭୋଟରେ ବିଜୟ ହୋଇଛନ୍ତି । କଂଗ୍ରେସକୁ ୧୯୧ ଭୋଟ ମିଳିଥିବାବେଳ ବିଜେଡିକୁ ୩୭୩ ଭୋଟ ମିଳିଛି । ସେହିପରି ବିଜେପିକୁ ୨୦୩ ଖଣ୍ଡ ଭୋଟ ମିଳିଛି । ନୋଟାରେ ୪ ଖଣ୍ଡ ଭୋଟ ପଡ଼ିଛି । ସେପଟେ ଅନ୍ୟ ୱାର୍ଡରେ ଗଣତି ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ