Masthead

ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା

ବିନିକା (ବଡ଼ ଖବର ବ୍ୟୁରୋ): ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା । ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନ ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା ଅଭିଯୋଗ । ମୃତକ ହେଲେ ବଲ୍ଲଭ ଖେତୀ । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କେନ୍ଦୁପାଲି ନିକଟରେ ଘଟିଛି ଘଟଣା । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି ।

ଗଜବନ୍ଧ ପଂଚାୟତର ପୂର୍ବତନ ସରପଞ୍ଚଙ୍କୁ କେହି ଦୁର୍ବୃତ୍ତ ଗତ କାଲି ରାତିରେ କେନ୍ଦୁପାଲି ରାସ୍ତାରେ ହତ୍ୟା ଉଦ୍ୟମ କରି ରକ୍ତଜୁଡୁବୁଡୁ ଅବସ୍ଥାରେ ପକାଇ ଚାଲି ଯାଇଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଡୁଙ୍ଗୁରିପାଲି ଡାକ୍ତରଖାନାକୁ ନିଆ ଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଥିଲେ । ପୂର୍ବ ଶତ୍ରୁତାରୁ କେହି ହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା