Masthead

ଗଛରେ ଝୁଲୁଛି ଶବ

ବୀରମହାରାଜପୁର (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ନୂଆଁଗଡ଼ ଗାଁରେ ଏକ ଶବ ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି । ମୃତକ ଲୋକ ଜଣକ ହେଲେ ନୂଆଁଗଡ଼ ଗାଁର ତରଣୀ ସେଠୀ (୪୫) । କିଛିଦିନ ହେବ ତରଣୀ ନିଖୋଜ ଥିବା ପରିବାର ଲୋକେ ବୀରମହାରାଜପୁର ଥାନାରେ ଅଭିଯୋଗ କରିଥିଲେ । ଗତକାଲି ଜଣେ ମଇଁଷି ଚରାଳି ଝୁଳନ୍ତା ମୃତଦେହକୁ ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ । ବୀରମହାରାଜପୁର ପୋଲିସ ଘଟଣା ସ୍ଥଳରେ ହଞ୍ଚି ଅନୁଧ୍ୟାନ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି । ମୃତ ତରଣୀ ତାଙ୍କ ଲୁଙ୍ଗିରେ ଆତ୍ମହତ୍ୟା କରିଥିବା ଦେଖିବାକୁ ଦେଖିବାକୁ ମିଳିଛି । ତାଙ୍କର ୨ ପୁଅ ଓ ତାଙ୍କ ସ୍ତ୍ରୀ ଅଛନ୍ତି । ପାରିବାରିକ କଳହକୁ ନେଇ ତରଣୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ