Masthead

ବୀରମହାରାଜପୁରକୁ ଏନଏସି ମାନ୍ୟତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୀରମହାରାଜପୁରକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

 

ଗତକାଲି ୩୪ଟି ସହରକୁ ଏନଏସି ମାନ୍ୟତା ଦେଇଥିଲେ ରାଜ୍ୟ ସରକାର । ଦୀର୍ଘ ବର୍ଷର ଦାବି ସତ୍ତେ ବୀରମହାରାଜପୁର ସହର ଏହି ତାଲିକାରୁ ବାଦ୍ ପଡିଥିଲା । ଆଜି ସୁବର୍ଣ୍ଣପୁରର ବୀରମହାରାଜପୁରକୁ ମିଶାଇ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ସଦ୍ୟ ଘୋଷଣା ହୋଇଥିବା ୩୫ ଏବଂ ପୂର୍ବରୁ ଥିବା ୬୭ ଏନଏସିକୁ ମିଶାଇ ସର୍ବମୋଟ ଏନଏସି ସଂଖ୍ୟା ୧୦୨ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା