Masthead

ଚିଲିକାରେ ପକ୍ଷୀଗଣନା ଆରମ୍ଭ

ଚିଲିକା(ବଡ଼ ଖବର ବ୍ୟୁରୋ): ଚିଲିକାରେ ଆରମ୍ଭ ହୋଇଛି ପକ୍ଷୀଗଣନା । ୫ଟି ରେଞ୍ଜରେ ୨୧ ଟିମ୍ ପକ୍ଷୀଗଣନାରେ ନିୟୋଜିତ ରହିଛନ୍ତି । ମୋଟ ୧୧୧ କର୍ମଚାରୀଙ୍କୁ ନେଇ ଏହି ଗଣନା କରାଯିବ । ବନ୍ୟପ୍ରାଣୀ ବିଭାଗ, ସିଡିଏ କର୍ମଚାରୀ, ଓୟୁଏଟି ଛାତ୍ର ଛାତ୍ରୀ ଓ ପକ୍ଷୀ ବିଶାରଦମାନଙ୍କୁ ନେଇ ଗଣନା କରାଯିବ । ଏହି ଟିମ ପୁରୀ ଜିଲ୍ଲାର ଶାତପଡା, ଗଞ୍ଜାମ ଜିଲ୍ଲାର ରମ୍ଭା ଓ ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ଅଂଚଳରେ ଗଣନା କରୁଛନ୍ତି । ସକାଳ ୬ରୁ ୧ପର୍ଯ୍ୟନ୍ତ ପକ୍ଷୀଗଣନା ଚାଲିବ । ନଳବଣ ପାଇଁ ୪ଟିମ୍, କୃଷ୍ଣପ୍ରସାଦ ୧, ସାତପଡା ୪, ଟାଙ୍ଗି ୮, ବାଲୁଗାଁ ୫, ନୂଆପଡାରେ ୧ ଓ ରମ୍ଭାରେ ୩ଟି ଟିମ୍ ନିୟୋଜିତ ହୋଇଛନ୍ତି । ୨ଟା ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କୁ ଚିଲିକା ଭିତରକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି