ପୁଣି ପକ୍ଷୀ ମଡକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନା ଆତଙ୍କ ପରେ ଏବେ ବାର୍ଡ ଫ୍ଲୁ ଦେଶର ବିଭିନ୍ନ ସ୍ଥାନରେ ଚିହ୍ନଟ ହୋଇଛି । ରାଜସ୍ଥାନ, କେରଳ, ହରିୟାଣା, ମଧ୍ୟପ୍ରଦେଶ ପରେ ଏବେ ହିମାଚଳ ପ୍ରଦେଶରେ ବାର୍ଡ ଫ୍ଲୁ ଆତଙ୍କ ଦେଖିବାକୁ ମିଳିଛି । କାଙ୍ଗଡା ଉପତ୍ୟକାର ପଙ୍ଗ ଡ୍ୟାମ ତଥା ନାଗ୍ରୋତା ସୁରିଆନ ଅଞ୍ଚଳରେ ୧୮୦୦ ବିଦେଶାଗତ ପକ୍ଷୀଙ୍କର ମୃତ୍ୟୁ ହୋଇଛି । କେନ୍ଦ୍ରା ତଥ୍ୟ ଅନୁସାରେ ଭାରତୀୟ ପ୍ରାଣୀ ଚିକିତ୍ସା ପ୍ରତିଷ୍ଠାନ ଲାବୋରେଟାରୀରେ ମୃତ ପକ୍ଷୀମାନଙ୍କ ନମୁନାରେ ବାର୍ଡ ଫ୍ଲୁ ଥିବା ଜଣାପଡ଼ିଛି । ଏମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକଙ୍କୁ ଚିଠି ଲେଖାଯାଇଛି ।

ଏଥିପାଇଁ ସମସ୍ତ ରାଜ୍ୟମାନଙ୍କୁ ସତକର୍ତା ଅବଲମ୍ବନ କରିବାକୁ ସୂଚନା ଦିଆଯାଇଛି । ରାଜ୍ୟ ପାଇଁ ଏସଓପି ଜାରି କରାଯାଇଛି । ଏଥିପାଇଁ ରାଜ୍ୟସ୍ତରୀୟ ମନିଟରିଂ କମିଟି ଗଠନ କରାହେବ । ଜରୁରୀକାଳୀନ ପରିସ୍ଥିତିରେ ବିଦେଶାଗତ ପକ୍ଷୀଙ୍କୁ ମନିଟର କରିବା ପାଇଁ ଏକ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ ହେବ। ସ୍ଥାନୀୟ ପଶୁ ସମ୍ପଦ ବିଭାଗ ବିଦେଶାଗତ ପକ୍ଷୀଙ୍କ ସଂପର୍କରେ ସାପ୍ତାହିକ ତଥ୍ୟ ସଂଗ୍ରହ କରି ମନ୍ତ୍ରାଳୟକୁ ପଠାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ