Masthead

ବିରିଡ଼ି ବ୍ଲକ ଫାଟକରେ ନାହିଁ ଫଳକ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଲକ କାର୍ଯ୍ୟାଳୟର ସୌନ୍ଦର୍ଯ୍ୟକରଣ ଲାଗି କରାଯାଇଛି ବିଶାଳ ଫାଟକ । ଦୀର୍ଘ ୫ବର୍ଷ ହେବ ନିର୍ମିତ ହୋଇଥିବା ଏହି ଫାଟକରେ ଫକଳ ନାହିଁ । ବ୍ଲକ୍ ଅଫିସକୁ ଲାଗି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ତହସିଲ ଅଫିସ ରହିଛି । ଏଣୁ ପ୍ରଥମଥର ଲାଗି ବ୍ଳକକୁ ଆସୁଥିବା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବ୍ଲକ ଅଫିସ୍ ଭାବି ମେଡ଼ିକାଲ ଏବଂ ତହସିଲ ଭିତରକୁ ପଶିଯାଉଛନ୍ତି । ଜିଲ୍ଲା ଅଧିକାରୀଙ୍କଠାରୁ ଆରମ୍ଭ କରି ଜନପ୍ରତିନିଧିମାନେ ପ୍ରତିଦିନ ଫାଟକ ତଳଦେଇ ଯାଉଥିଲେ ସୁଦ୍ଧା ଏଥିପ୍ରତି କାହାର ନଜର ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ