Masthead

ବିରଜିତ ସିହ୍ନା ହେଲେ ପ୍ରଦେଶ କଂଗ୍ରେସର ସଭାପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଶକ୍ତିଶାଳୀ ବିରୋଧୀ ଦଳ ହେବା ପାଇଁ କଂଗ୍ରେସ ଅନେକ ରଣନୀତି ଆରମ୍ଭ କରିଦେଇଛି । ଏନେଇ କେତେବେଳେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରୁଥିବାବେଳେ ଆଉ କେତେବେଳେ ଛୋଟ ଦଳ ସହ ମେଣ୍ଟ କରୁଥିବାର କଥା ସାମ୍ନାକୁ ଆସିଛି । ଏହା ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ତ୍ରିପୁରା ୟୁନିଟକୁ ନେଇ ବଡ଼ ଘୋଷଣା କରିଛନ୍ତି ।

ତେବେ ବିରଜିତ ସିହ୍ନାଙ୍କୁ ତ୍ରିପୁରା ୟୁନିଟର କଂଗ୍ରେସ ମୁଖ୍ୟ ଭାବରେ ଘୋଷଣା କରିଛନ୍ତି । କେବଳ ଏତିକି ନୁହେଁ ବରଂ ତ୍ରିପୁରା ୟୁନିଟ ପାଇଁ ମହମ୍ମଦ ବିଲାଲ ମିଆ, ପ୍ରଫେସର ମାଣିକ ଦେବ, ସୁଶାନ୍ତ ଚକ୍ରବର୍ତ୍ତୀ, ପୁର୍ଣ୍ଣିତା ଚକମା ଏବଂ ଡକ୍ଟର ପ୍ରଦୀପ ଭରଦଙ୍କୁ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ନିଯୁକ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ