Masthead

ପାକିସ୍ତାନରୁ ଫେରିଥିବା ବିର୍ଜୁ କୁଲୁ ପୁଣି ନିଖୋଜ

ରାଉରକେଲା(ବଡ଼ ଖବର ବ୍ୟୁରୋ): ପାକିସ୍ତାନ ଜେଲରୁ ଫେରିଥିବା ବିର୍ଜୁ କୁଲୁ ନିଖୋଜ । ଲାହୋର ଜେଲରେ ୨୦ ବର୍ଷ ବିତାଇ ନଭେମ୍ବର ୧୩ ରେ ଗାଁକୁ ଫେରିଥିଲେ । ରାଉରକେଲା କୁତ୍ରାରେ ତାଙ୍କ ଘର । ୨୦ବର୍ଷ ପୂର୍ବେ ବିର୍ଜୁ ନିଖୋଜ ହୋଇ ପାକିସ୍ତାନ ପହଂଚିଯାଇଥିଲେ । କେଉଁ ପରିସ୍ଥିତିରେ ପାକିସ୍ତାନ ପହଂଚିଥିଲେ ତାହା ଜଣାପଡିନାହିଁ । ତେବେ ବିର୍ଜୁଙ୍କୁ ପାକିସ୍ତାନ ଦ୍ୱାରା ଭାରତ ସରକାରଙ୍କୁ ହସ୍ତାନ୍ତର କରାଯାଇଥିଲା । ତାଙ୍କ ମାନସିକ ସ୍ଥିତି ଭଲ ନଥିବାବେଳେ ଶନିବାର ସେ ପୁଣି ନିଖୋଜ ହୋଇଛନ୍ତି । ବିର୍ଜୁଙ୍କ ଭଉଣୀ କୁତ୍ରା ପୋଲିସ ଷ୍ଟେସନରେ ଅଭିଯୋଗ କରିଛନ୍ତି । ପୋଲିସ ଏବଂ ପରିବାର ପକ୍ଷରୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ