Masthead

ତାଳଚେରରୁ ମିଳିଲା ବିର୍ଜୁଙ୍କ ପତ୍ତା

ସୁନ୍ଦରଗଡ/ଅନୁଗୁଳ(ବଡ଼ ଖବର ବ୍ୟୁରୋ): ତାଳଚେରରୁ ଉଦ୍ଧାର ହେଲେ ବହୁ ଚର୍ଚ୍ଚିତ ପାକିସ୍ତାନ ଫେରନ୍ତା ବିର୍ଜୁ କୁଲୁ । ସୁନ୍ଦରଗଡରୁ ନିଖୋଜ ବିର୍ଜୁଙ୍କୁ ୩ ଦିନ ପରେ ତାଳଚେରରୁ ଉଦ୍ଧାର କରିଛି ପୋଲିସ । ତାଳଚେର ଅଂଚଳରେ ବୁଲୁଥିବା ବେଳେ ଉଦ୍ଧାର କରିଛି ସ୍ଥାନୀୟ ପୋଲିସ । ମାନସିକ ଭାରସାମ୍ୟ ହରାଇ ଘରୁ ବାହାରି ଟ୍ରକରେ ପଳାଇଥିଲେ ।

ଗତ ୨ ତାରିଖ ରାତିରୁ ବିର୍ଜୁ ନିଖୋଜ ହୋଇଯାଇଥିଲେ । ପାକିସ୍ତାନର ଲାହୋର ଜେଲରେ ୨୦ ବର୍ଷ ସଜା କାଟିବା ପରେ ଓଡିଶା ଫେରିଥିଲେ । ନଭେମ୍ବର ୧୩ରେ ଜନ୍ମମାଟି କୁତ୍ରାକୁ ଫେରିଥିଲେ । ଲାହୋର ଜେଲରେ କେମିତି ବନ୍ଦୀ ହେଲେ ତାର ଉତ୍ତର ମିଳିନଥିବା ବେଳେ ଶନିବାର ରାତିରୁ ସେ ନିଖୋଜ ଥିବା ତାଙ୍କ ଭଉଣୀ ଥାନାରେ ଅଭିଯୋଗ କରିଥିଲେ । ତା ପରେ ପରିବାର ସହ ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତା ସୃଷ୍ଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ