Masthead

ବିକ୍ରି ହେଲା ବିର୍ଲା ଟାୟାର୍ସ, କିଣିଲା ହିମାଦ୍ରି କେମିକାଲ୍ସ

ବାଲେଶ୍ୱର  (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ବିକ୍ରି ହେଲା ବିର୍ଲା ଟାୟାର୍ସ । ବିର୍ଲା ଟାୟାର୍ସକୁ କିଣିଲା ହିମାଦ୍ରି କେମିକାଲ୍ସ । ଶିଳ୍ପମନ୍ତ୍ରୀ, ପୂର୍ବାଂଚଳ ଆଇଜି, ଜିଲ୍ଲାପାଳ, ଏସପିଙ୍କ ଉପସ୍ଥିତିରେ କମ୍ପାନିକୁ ହସ୍ତାନ୍ତର କରାଯାଇଛି । ଏନସିଏଲଟିର ନିଦେ୍ର୍ଦଶରେ ୧୧ଶହ କୋଟି ଦେଲା ହିମାଦ୍ରି ଗ୍ରୁପ୍ । ୩ ବର୍ଷ ହେଲା ବିର୍ଲାରେ ଝୁଲୁଥିଲା ତାଲା । ତେବେ ଦେବାଳିଆ ସ୍ଥିତି ପାଇଁ କମ୍ପାନିରେ ତାଲା ଝୁଲୁଥିଲା । କମ୍ପାନିକୁ ନେବା ପରେ କର୍ମଚାରୀଙ୍କୁ ବକେୟା ଦରମା ପୈଠ କଲା ହିମାନ୍ଦ୍ରି କେମିକାଲ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ