Masthead

ବୀର ବିର୍ସା ମୁଣ୍ଡା ଜୟନ୍ତୀ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଆଦିବାସୀ ସମାଜର ମହାନ ସ୍ୱ।ଧିନତା ସଂଗ୍ରାମୀ ବୀର ବିର୍ସା ମୁଣ୍ଡା ଙ୍କ ୧୪୫ ତମ ଜୟନ୍ତୀ ପାଳିତ । ସମ୍ବଲପୁର ଅଇଁଠାପାଲି ଛକ ଠାରେ ଥିବା ବୀର ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ସହରର ବିଭିନ୍ନ ଆଦିବାସୀ ସଂଗଠନର କର୍ମକର୍ତ୍ତା ମାଲ୍ୟାର୍ପଣ କରିଥିଲେ ।

ଏଥିସହ ଆଦିବାସୀ କଲ୍ୟାଣ ସଂଘ, ଆଦିବାସୀ କ୍ଳବ, ବୀର ବିର୍ସା ମୁଣ୍ଡା ଜୟନ୍ତି କମିଟି,  ବିଜେଡି ପକ୍ଷରୁ ବିର୍ସା ମୁଣ୍ଡାଙ୍କ ଜୟନ୍ତି ଅବସରରେ ପୁଷ୍ପାଞ୍ଜଳି ଜ୍ଞାପନ କରିଥିଲେ ।  ତେବେ ଚଳିତ ଥର କୋଭିଡ କଟକଣା ପାଇଁ ଶୋଭାଯାତ୍ରା ଓ ସଭା ଆୟୋଜନକୁ ବନ୍ଦ ରଖାଯାଇଛି । ଏହି ଅବସରରେ ଅଇଁଠାପାଲିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ରୋହିତ ପୁଜାରୀ, ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ପ୍ରମୁଖ ବିର୍ସା ମୁଣ୍ଡଙ୍କ ସୄତି ଚାରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ