Masthead

ବୀର ବିର୍ସା ମୁଣ୍ଡା ଜୟନ୍ତୀ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଆଦିବାସୀ ସମାଜର ମହାନ ସ୍ୱ।ଧିନତା ସଂଗ୍ରାମୀ ବୀର ବିର୍ସା ମୁଣ୍ଡା ଙ୍କ ୧୪୫ ତମ ଜୟନ୍ତୀ ପାଳିତ । ସମ୍ବଲପୁର ଅଇଁଠାପାଲି ଛକ ଠାରେ ଥିବା ବୀର ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ସହରର ବିଭିନ୍ନ ଆଦିବାସୀ ସଂଗଠନର କର୍ମକର୍ତ୍ତା ମାଲ୍ୟାର୍ପଣ କରିଥିଲେ ।

ଏଥିସହ ଆଦିବାସୀ କଲ୍ୟାଣ ସଂଘ, ଆଦିବାସୀ କ୍ଳବ, ବୀର ବିର୍ସା ମୁଣ୍ଡା ଜୟନ୍ତି କମିଟି,  ବିଜେଡି ପକ୍ଷରୁ ବିର୍ସା ମୁଣ୍ଡାଙ୍କ ଜୟନ୍ତି ଅବସରରେ ପୁଷ୍ପାଞ୍ଜଳି ଜ୍ଞାପନ କରିଥିଲେ ।  ତେବେ ଚଳିତ ଥର କୋଭିଡ କଟକଣା ପାଇଁ ଶୋଭାଯାତ୍ରା ଓ ସଭା ଆୟୋଜନକୁ ବନ୍ଦ ରଖାଯାଇଛି । ଏହି ଅବସରରେ ଅଇଁଠାପାଲିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ରୋହିତ ପୁଜାରୀ, ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ପ୍ରମୁଖ ବିର୍ସା ମୁଣ୍ଡଙ୍କ ସୄତି ଚାରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା