Masthead

ବିଷ୍ଣୁ ସେଠୀଙ୍କ ଗିରଫ ଲାଗି ତେଜୁଛି ଆନ୍ଦୋଳନ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ) ଧାମନଗର ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କୁ ଗିରଫ ପାଇଁ ଆନ୍ଦୋଳନ ତେଜୁଛି । ୧୨ ତାରିଖ ଦିନ ଭଦ୍ରକର ଏକ ହୋଟେଲରେ ମାନବାଧିକାର ଦିବସ ପାଳନ କାର୍ଯ୍ୟକ୍ରମ ଚାଲିଥିଲା । ସେହି ସମୟରେ ବିଜେପି ବିଧାୟକ ବିଷ୍ଣୁଚରଣ ସେଠୀ ଅଖିଳ ଭାରତ ଗଣତାନ୍ତ୍ରୀକ ମହିଳା ସମିତିର ସର୍ବଭାରତୀୟ ସମ୍ପାଦିକା ତାପସୀ ପ୍ରହରାଜଙ୍କ ପ୍ରତି ଯେଉଁ ଅଭଦ୍ରୋଚିତ ଅସାମ୍ବିଧାନିକ ଆଶାଳୀନ ମନ୍ତବ୍ୟ ପ୍ରୋୟାଗ କରିଛନ୍ତି, ତାହା ନାରୀ ଜାତି ପାଇଁ କୁଠାରଘାତ ଓ ବଡ଼ ଅପରାଧ । ଏହାକୁ ନେଇ ଆଜି ଜଳେଶ୍ୱଳ ଅଖିଳ ଭାରତ ଗଣତାନ୍ତ୍ରୀକ ମହିଳା ସମିତି ପକ୍ଷରୁ ଜଳେଶ୍ୱର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିଧାୟକଙ୍କୁ ଗିରଫ କରିବା ପାଇଁ ସମିତିର ମହିଳାମାନେ ବିକ୍ଷୋଭ କରିବା ସହ ଜଳେଶ୍ୱର ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଦାବିପତ୍ର ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ