ବିଷ୍ଣୁ ସେଠୀଙ୍କ ଗିରଫ ଲାଗି ତେଜୁଛି ଆନ୍ଦୋଳନ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ) ଧାମନଗର ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କୁ ଗିରଫ ପାଇଁ ଆନ୍ଦୋଳନ ତେଜୁଛି । ୧୨ ତାରିଖ ଦିନ ଭଦ୍ରକର ଏକ ହୋଟେଲରେ ମାନବାଧିକାର ଦିବସ ପାଳନ କାର୍ଯ୍ୟକ୍ରମ ଚାଲିଥିଲା । ସେହି ସମୟରେ ବିଜେପି ବିଧାୟକ ବିଷ୍ଣୁଚରଣ ସେଠୀ ଅଖିଳ ଭାରତ ଗଣତାନ୍ତ୍ରୀକ ମହିଳା ସମିତିର ସର୍ବଭାରତୀୟ ସମ୍ପାଦିକା ତାପସୀ ପ୍ରହରାଜଙ୍କ ପ୍ରତି ଯେଉଁ ଅଭଦ୍ରୋଚିତ ଅସାମ୍ବିଧାନିକ ଆଶାଳୀନ ମନ୍ତବ୍ୟ ପ୍ରୋୟାଗ କରିଛନ୍ତି, ତାହା ନାରୀ ଜାତି ପାଇଁ କୁଠାରଘାତ ଓ ବଡ଼ ଅପରାଧ । ଏହାକୁ ନେଇ ଆଜି ଜଳେଶ୍ୱଳ ଅଖିଳ ଭାରତ ଗଣତାନ୍ତ୍ରୀକ ମହିଳା ସମିତି ପକ୍ଷରୁ ଜଳେଶ୍ୱର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିଧାୟକଙ୍କୁ ଗିରଫ କରିବା ପାଇଁ ସମିତିର ମହିଳାମାନେ ବିକ୍ଷୋଭ କରିବା ସହ ଜଳେଶ୍ୱର ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଦାବିପତ୍ର ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!