Masthead

କଂଗ୍ରେସକୁ ଝଟକା, ହାତ ଛାଡିଲେ ବିଶ୍ୱଭୂଷଣ ଦାସ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କଂଗ୍ରେସକୁ ଆଉ ଏକ ଝଟକା। ହାତ ଛାଡିଲେ ବିଶ୍ୱଭୂଷଣ ଦାସ। ପିସିସି ଉପସଭାପତି ଥିଲେ ବିଶ୍ୱଭୂଷଣ । ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ ବିଶ୍ୱ ଭୂଷଣ କେଉଁ କାରଣ ପାଇଁ ଦଳ ଛାଡ଼ିଲେ ସେନେଇ ସ୍ପଷ୍ଟ ହୋଇନାହିଁ। ୨୦୦୯ ଓ ୨୦୧୯ରେ କାକଟପୁରରୁ ବିଧାୟକ ପ୍ରାର୍ଥୀ ଥିଲେ। ଛାତ୍ର ଓ ଯୁବ କଂଗ୍ରେସରେ ତାଙ୍କର ବେଶ୍ ଦବଦବା ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା