Masthead

ଧର୍ମରକ୍ଷା ଲାଗି ରାଲି

କୋଟଗଡ଼ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଳା କୋଟଗଡ଼ ବ୍ଲକର ବଜରଙ୍ଗ ଦଳ କୋଟଗଡ଼ ପକ୍ଷରୁ ଏକ ହିନ୍ଦୁରକ୍ଷା ଅଭିଯାନ ରାଲି ବାହାରିଥିଲା । ବଜରଙ୍ଗ ଦଳ ସଭାପତିଙ୍କ ନେତୃତ୍ୱରେ ଏହି ରାଲି ସ୍ଥାନୀୟ ହନୁମାନ ବାଟିକାରୁ ବାହାରି କୋଟଗୋଡ଼ ସହର ପରିକ୍ରମା କରିଥିଲେ । କୋଟଗୋଡ଼ ବଜରଙ୍ଗ ଦଳ ସଭାପଳତି କହିଛନ୍ତି ସୂର୍ଯ୍ୟ ଦିବସ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାିଥିବା କହିଛନ୍ତି । ଏହି କାର୍ଯ୍ୟକ୍ରମ ସଭାପତି ନିଲମ ସଂଜିବ ମିଶ୍ର ଓ ଉପସଭାପତି ପାରାୟଣ ପାତ୍ରଙ୍କ ନେତୃତ୍ୱରେ ହୋଇଥିବା ବେଳେ ଏଥିରେ ପ୍ରାୟ ୬୦/୭୦ ଜଣ ବଜରଙ୍ଗ ଦଳ ସଦସ୍ୟ ଯୋଗାଡ଼ିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା