Masthead

ଧର୍ମରକ୍ଷା ଲାଗି ରାଲି

କୋଟଗଡ଼ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଳା କୋଟଗଡ଼ ବ୍ଲକର ବଜରଙ୍ଗ ଦଳ କୋଟଗଡ଼ ପକ୍ଷରୁ ଏକ ହିନ୍ଦୁରକ୍ଷା ଅଭିଯାନ ରାଲି ବାହାରିଥିଲା । ବଜରଙ୍ଗ ଦଳ ସଭାପତିଙ୍କ ନେତୃତ୍ୱରେ ଏହି ରାଲି ସ୍ଥାନୀୟ ହନୁମାନ ବାଟିକାରୁ ବାହାରି କୋଟଗୋଡ଼ ସହର ପରିକ୍ରମା କରିଥିଲେ । କୋଟଗୋଡ଼ ବଜରଙ୍ଗ ଦଳ ସଭାପଳତି କହିଛନ୍ତି ସୂର୍ଯ୍ୟ ଦିବସ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାିଥିବା କହିଛନ୍ତି । ଏହି କାର୍ଯ୍ୟକ୍ରମ ସଭାପତି ନିଲମ ସଂଜିବ ମିଶ୍ର ଓ ଉପସଭାପତି ପାରାୟଣ ପାତ୍ରଙ୍କ ନେତୃତ୍ୱରେ ହୋଇଥିବା ବେଳେ ଏଥିରେ ପ୍ରାୟ ୬୦/୭୦ ଜଣ ବଜରଙ୍ଗ ଦଳ ସଦସ୍ୟ ଯୋଗାଡ଼ିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ