Masthead

ବଡ଼ ଖବରରେ ବିଶ୍ୱକର୍ମା ପୂଜା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଶ୍ୱ ବିନ୍ଧାଣୀ ବିଶ୍ୱ କର୍ମା । ଦେବ ଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପୀଙ୍କ କୂଳଦେବତା । ଭାଦ୍ରବ ମାସ ସଂକ୍ରାନ୍ତିରେ ପୃଥିବୀରେ ଆବିର୍ଭାବ ହୋଇଥିଲେ ବିଶ୍ୱକର୍ମା । ପ୍ରଜାପତି ବ୍ରହ୍ମାଙ୍କ ନାଭି କମଳରୁ ବିଶ୍ୱକର୍ମାଙ୍କ ଜନ୍ମ ବୋଲି ପୂରାଣରେ ବର୍ଣ୍ଣନା ହୋଇଛି । ତେବେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପାଳନ ହୋଇଛି ବିଶ୍ୱକର୍ମାଙ୍କ ପୂଜା । କୋଭିଡ୍ କଟକଣା ମଧ୍ୟରେ ବଡ଼ ଖବର ମୁଖ୍ୟ କାର୍ଯ୍ୟାଳୟରେ ପାଳନ ହୋଇଛି ବିଶ୍ୱକର୍ମାଙ୍କ ପୂଜାର୍ଚ୍ଚନା । ଏଥିରେ ବଡ଼ ଖବରର ସମସ୍ତ ପ୍ରତିନିଧୀ ଉପସ୍ଥିତ ରହିବା ସହିତ କରୋନାରୁ ସମସ୍ତଙ୍କୁ ମୁକ୍ତ କରିବାକୁ ପ୍ରାର୍ଥନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ