Masthead

ବଡ଼ ଖବରରେ ବିଶ୍ୱକର୍ମା ପୂଜା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଶ୍ୱ ବିନ୍ଧାଣୀ ବିଶ୍ୱ କର୍ମା । ଦେବ ଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପୀଙ୍କ କୂଳଦେବତା । ଭାଦ୍ରବ ମାସ ସଂକ୍ରାନ୍ତିରେ ପୃଥିବୀରେ ଆବିର୍ଭାବ ହୋଇଥିଲେ ବିଶ୍ୱକର୍ମା । ପ୍ରଜାପତି ବ୍ରହ୍ମାଙ୍କ ନାଭି କମଳରୁ ବିଶ୍ୱକର୍ମାଙ୍କ ଜନ୍ମ ବୋଲି ପୂରାଣରେ ବର୍ଣ୍ଣନା ହୋଇଛି । ତେବେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପାଳନ ହୋଇଛି ବିଶ୍ୱକର୍ମାଙ୍କ ପୂଜା । କୋଭିଡ୍ କଟକଣା ମଧ୍ୟରେ ବଡ଼ ଖବର ମୁଖ୍ୟ କାର୍ଯ୍ୟାଳୟରେ ପାଳନ ହୋଇଛି ବିଶ୍ୱକର୍ମାଙ୍କ ପୂଜାର୍ଚ୍ଚନା । ଏଥିରେ ବଡ଼ ଖବରର ସମସ୍ତ ପ୍ରତିନିଧୀ ଉପସ୍ଥିତ ରହିବା ସହିତ କରୋନାରୁ ସମସ୍ତଙ୍କୁ ମୁକ୍ତ କରିବାକୁ ପ୍ରାର୍ଥନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ