Masthead

ଛିଡ଼ିଲା ରଥ ଦଉଡ଼ି

ପୁରୀ (ବଡ଼ ଖବର ବ୍ୟୁରୋ): ଛିଡ଼ିଲା ତାଳଧ୍ୱଜ ରଥର ଦଉଡ଼ି । ମାର୍କେଟ ଛକରେ ଛିଡ଼ିଲା ରଥ ଦଉଡ଼ି । ରଥ ଦଉଡ଼ି ଛିଡ଼ି ୬ ଜଣ ଆହତ ହୋଇଥିବା ସୂଚନା । ଆହତ ମାନଙ୍କ ମଧ୍ୟରେ ଜଣେ ସେବାୟତ ମଧ୍ୟ ଅଛନ୍ତି । ଆହତମାନେ ପୁରୀ ମେଡିକାଲରେ ଭର୍ତ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି