Masthead

ରାହୁଲଙ୍କ ଗସ୍ତ ସଫଳ ପାଇଁ କଂଗ୍ରେସ ସହ ମିଶି ବିଧାନସଭା ବନ୍ଦ କଲା ବିଜେଡି: ନାଉରୀ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାହୁଲଙ୍କ ପଦଯାତ୍ରାକୁ ନେଇ ପ୍ରତିକ୍ରିୟା ରଖିଲେ ବିଜେପି ବିଧାୟକ ନାଉରୀ ନାୟକ । କହିଛନ୍ତି ରାହୁଲ ଗାନ୍ଧିଙ୍କ ଗସ୍ତ ସଫଳ କରିବା ପାଇଁ କଂଗ୍ରେସ ସହ ମିଶି ବିଧାନସଭା ବନ୍ଦ କଲା ବିଜେଡି । ରାହୁଲ ଗାନ୍ଧୀଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ଏମିତି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ବିଧାୟକ ନାଉରୀ ନାୟକ । ଓଡ଼ିଶାରେ କଂଗ୍ରେସ ସବୁବେଳେ ବିଜେଡି ସହ ରହିଛି । ପିସିସି ସଭାପତି କିଏ ହେବ ନବୀନ ନିଷ୍ପତ୍ତି ନିଅନ୍ତି ବୋଲି ପୂର୍ବରୁ ନିଜେ କଂଗ୍ରେସ ନେତା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି