Masthead

ସମସ୍ତଙ୍କୁ ପଛରେ ପକାଇ ବାଜି ମାରିନେଇଛନ୍ତି ସନାତନ

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ସମସ୍ତଙ୍କୁ ପଛରେ ପକାଇ ବାଜି ମାରିନେଇଛନ୍ତି ସନାତନ । ବିଜେଡି ଟିକେଟ ହାତେଇବାରେ ସଫଳ ହୋଇଛନ୍ତି ପୂର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସିଟିଂ ଏମଏଲଏ ମିନାକ୍ଷୀ ମହାନ୍ତଙ୍କ ଟିକେଟ କାଟି ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ତାଙ୍କୁ ଚମ୍ପୁଆ ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିଛି । ଏ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କ ନାଁ ଘୋଷଣା କରିଵା ପରେ ଚମ୍ପୁଆ ନିର୍ବାଚନମଣ୍ଡଳିରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି ।

ବଡ଼ବିଲ, ଯୋଡ଼ା, ଚମ୍ପୁଆ ଆଦି ଅଞ୍ଚଳରେ ସନାତନଙ୍କ ସମର୍ଥକ ଉତ୍ସାହିତ ହୋଇ ସେଲିବ୍ରେସନ୍ କରିଛନ୍ତି । ବିଭିନ୍ନ ସ୍ଥାନରେ ବାଣ ଫୁଟାଇବା ସହ ପରସ୍ପରକୁ ମିଠା ଖୁଆଇ ନାରାବାଜି କରିଛନ୍ତି । ଆଗାମୀ ନିର୍ବାଚନରେ ରେକର୍ଡ ସଂଖ୍ୟକ ଭୋଟରେ ବିଜେଡି ବାଜି ମାତ୍ କରିବ ବୋଲି ସନାଙ୍କ ସମର୍ଥକ ଦୃଢକ୍ତି ପ୍ରକାଶ କହିଛନ୍ତି । ସେହିପରି ନବୀନଙ୍କ ବିକାଶ ଧାରାକୁ ସନାତନ ଆହୁରି ଆଗେଇ ନେବେ ବୋଲି ସେମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ