Masthead

୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଛି । ସେହିପରି ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । କେନ୍ଦ୍ରାପଡା ପାଇଁ ପ୍ରତାପ ଜେନାଙ୍କୁ ଦାୟିତ୍ୱ ମିଳିଥିବାବେଳେ କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ସୁଭାଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା