Masthead

ବାସୁଦେବପୁରରେ ବିଜେଡିର ଶକ୍ତି ପ୍ରଦର୍ଶନ

ବାସୁଦେବପୁର (ବଡ଼ ଖବର ବ୍ୟୁରୋ): ବାସୁଦେବପୁର ନିର୍ବାଚନ ମଣ୍ଡଳୀର ଦେଖାଦେଲାଣି ରାଜନୈତିକ ଉଷ୍ମତା । ବିଜେଡି ପକ୍ଷରୁ ବିଶାଲ ରାଲି ହୋଇଥିଲା । ୨୧ ନମ୍ବର ଜିଲ୍ଲା ପରିଷଦ ଜୋନ ବାଲିମେଦ ପଞ୍ଚାୟତର ଗ୍ରାମ ଦେବତୀ ମାଆ ଭେଡାନାୟକାଣୀଡିହି ମନ୍ଦିରରେ ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତ ରାଉତରାୟ ପୂଜା ଅର୍ଚ୍ଚନା କରି ଏକ ବିରାଟ ମୋଟରସାଇକେଲ ଶୋଭାଯାତ୍ରାରେ ବାହାରିଥିଲେ ।

ବାଲିମେଦ ଛକରେ ବାଇକ ରାଲିରେ ଯୋଗ ଦେଇଥିଲେ ଭଦ୍ରକ ସାଂସଦ ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ । ଶୋଭାଯାତ୍ରାର ଯୁବ ନେତା ଅସିତ କୁମାର ଦାଶ, ଭାଗିରଥି ବଳ, ପ୍ରଫୁଲ୍ଲ କୁମାର ପଳିତା,କୃଷ୍ଣ ଚନ୍ଦ୍ର ଘଡେଇ ପ୍ରମୁଖ ଯୋଗଦେଇଥିଲେ । ଏହି ବାଇକ ଶୋଭାଯାତ୍ରା ନାୟକାଣୀଡିହି, ଗୋବିନ୍ଦପୁର, ରାଜଘରପୋଖରୀ, ବାଲିମେଦ, ଆନ୍ଦୋଳା,କରଞ୍ଜଆଡିଆ ଓ ବିରସ ପଞ୍ଚାୟତର ହଜାର ହଜାର ଯୁବକ ବାଇକ ଶୋଭାଯାତ୍ରାର ଯୋଗ ଦେଇ ବିଜେଡିର ଶକ୍ତି ପ୍ରଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ