Masthead

‘ପ୍ରମାଣିତ ହୋଇଗଲା ବିଜେଡି-ବିଜେପି ଭାଇ ଭାଇ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଷଷ୍ଠ ଦିନ ପରେ ଶୁକ୍ରବାର ବିଧାନସଭାର ପ୍ରଶ୍ନକାଳ ସ୍ୱଭାବିକ ହୋଇଥିଲା । ପ୍ରଶ୍ନକାଳ ଶେଷ ହେଉ ହେଉ ବାଚସ୍ପତିଙ୍କ ପୂର୍ବ ନିର୍ଦ୍ଦେଶ କ୍ରମେ ଗୃହରେ ଧାନ କିଣା ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିବୃତି ରଖିଥିଲେ । ଏହା ଉପରେ ଅସନ୍ତୋଷ ପ୍ରକାଶ କରି ବିଜେପି ବିଧାୟକମାନେ କକ୍ଷ ତ୍ୟାଗ କରିଥିଲେ ।

କଂଗ୍ରେସ ବିଧାୟକ ଦଳ ନେତା ଗୁରୁବାର ବିଜେଡି ଓ ବିଜେପିର ହାଇଡ୍ରାମାକୁ ନେଇ କଟାକ୍ଷ କରିଥିଲେ । କହିଥିଲେ ବହାଘର ବରଯାତ୍ରୀ ଭଳି ନବୀନ ନିବାସ ଆଡେ ଯାଇଥିଲେ ବିଜେପି ବିଧାୟକ । କର୍ତ୍ତାଭଳି ମୁଖ୍ୟମନ୍ତ୍ରୀ ପାଛୋଟି ନେଇଥିଲେ। ଫୁଲ ଚନ୍ଦନ ଲଗାଇ , ହୁଳହୁଳି ଓ ଶଙ୍ଖନାଦ କରି ଭଉଣୀମାନେ ମଧ୍ୟ ସ୍ୱାଗତ କରିଥିଲେ। ମନ୍ତ୍ରୀମାନେ ମଧ୍ୟ ନବୀନ ନିବାସରେ ଅପେକ୍ଷା କରିଥିଲେ। ବିଜେଡି ବିଧାୟକମାନେ ବଡ଼ିଗାର୍ଡ ଭଳି ତାଙ୍କ ପଛେ ପଛେ ଯାଇଥିଲେ। ବିଜେଡି ବିଜେପି ଭାଇ ଭାଇ ଆଗରୁ କହିଥଲୁ। ଗୁରୁବାର ପ୍ରମାଣିତ ହୋଇଗଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ