Masthead

ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହରେ ଲୋୟର ସୁକତେଲ ପ୍ରକଳ୍ପ ଝଡ । ମୁହାଁମୁହିଁ ହେଲେ ଶାସକ-ବିରୋଧୀ । ଜଳସମ୍ପଦ ବିଭାଗକୁ ନେଇ ପ୍ରଶ୍ନକାଳରେ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ସାଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ଦେଇ ଲୋୟର ସୁକତେଲ ଉଦ୍ଘାଟନ ହୋଇଯାଇଛି ସତ୍ କିନ୍ତୁ ଜମିକୁ ଆଜି ବି ଜଳ ମିଳୁନଥିବା ମନ୍ତ୍ରୀ ଗୃହରେ ଉତ୍ତର ରଖିଥିବା ବେଳେ ସୁବର୍ଣ୍ଣପୁର ବିଧାୟକ ନିରଞ୍ଜନ ପୂଜାରୀ ତାକୁ ନେଇ ଉଠାଇଥିଲେ ପ୍ରଶ୍ନ ? ସେ କହିଥିଲେ ମନ୍ତ୍ରୀ ଯାହା ଉତ୍ତର ରଖିଲେ ତାହା ଠିକ୍ ନୁହେଁ।

କାହିକିଁ ନା ଆମ ସରକାର ସମୟରେ ଖିଲି ଖିଲି ହୋଇ ଉଦ୍ଘାଟନ ସମୟରେ ଜଳ ସେହି ପ୍ରକଳ୍ପରୁ ବାହାରୁ ଥିଲା । ତେଣୁ ମନ୍ତ୍ରୀ ଉତ୍ତର ରଖନ୍ତୁ କି ଗ୍ରାବିଟ ପ୍ରକଳ୍ପ କଣ ? ଏଥିରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଏବଂ ସାଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖି କହିଥିଲେ କି ଆପଣଙ୍କ ସରକାର ତଥା ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନକୁ ଆଖି ଆଗରେ ରଖି ତରବରିଆ ଭାବେ ଉଦଘାଟନ କରିଦେଲେ କିନ୍ତୁ ଆଜିବି ସେଠୁ ଜଳ ଚାଷ ଜମିକୁ ଯାଉନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର