Masthead

ସମୀରଙ୍କ ଦଳବିରୋଧୀ କାର୍ଯ୍ୟକୁ ନିନ୍ଦା କଲେ ବିଜେଡି ପ୍ରାର୍ଥୀ ଦିଲ୍ଲୀପ ନାୟକ

ନିମାପଡ଼ା(ବଡ଼ ଖବର ବ୍ୟୁରୋ): ନିର୍ବାଚନ ଯେତିକି ପାଖେଇ ଆସୁଛି ନିମାପଡ଼ା ରାଜନୀତିରେ ସେତିକି ଗୋଳମାଳିଆ ପରିସ୍ଥିତି ଉପୁଜିଛି । ଶନିବାର ନିମାପଡା ମହୋତ୍ସବ ପଡିଆରେ ବିଧାୟକ ସମୀର ଦାସଙ୍କ ୫୮ ଜଣ ସମର୍ଥକ ସମୀର ଦାସଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିବା ସହ ଆଗାମୀ ଦିନରେ ଆହୁରି ଅନେକ କର୍ମୀ ଇସ୍ତଫା ଦେବେ ବୋଲି କହିଥିଲେ। ଅନ୍ୟପଟେ ବିଜେଡିରୁ ଟିକେଟ ପାଇଥିବା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକଙ୍କ ସମର୍ଥକମାନେ ସମୀରଙ୍କ ଦଳବିରୋଧୀ କାର୍ଯ୍ୟକୁ ନିନ୍ଦା କରିଛନ୍ତି । ଯାହାକୁ ନେଇ ଦିଲ୍ଲୀପ ନାୟକ ସାମ୍ବାଦିକ ସମ୍ମିଳନୀ କରି ସମୀରଙ୍କ ଉପରେ ଅସନ୍ତୋଷ ଝାଡିଛନ୍ତି । ସମୀର ଦଳରେ ବିଶୃଙ୍ଖଳା କରୁଛନ୍ତି ଓ ଆଗାମୀ ଦିନରେ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିକ୍ରିୟା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା