Masthead

ସମୀରଙ୍କ ଦଳବିରୋଧୀ କାର୍ଯ୍ୟକୁ ନିନ୍ଦା କଲେ ବିଜେଡି ପ୍ରାର୍ଥୀ ଦିଲ୍ଲୀପ ନାୟକ

ନିମାପଡ଼ା(ବଡ଼ ଖବର ବ୍ୟୁରୋ): ନିର୍ବାଚନ ଯେତିକି ପାଖେଇ ଆସୁଛି ନିମାପଡ଼ା ରାଜନୀତିରେ ସେତିକି ଗୋଳମାଳିଆ ପରିସ୍ଥିତି ଉପୁଜିଛି । ଶନିବାର ନିମାପଡା ମହୋତ୍ସବ ପଡିଆରେ ବିଧାୟକ ସମୀର ଦାସଙ୍କ ୫୮ ଜଣ ସମର୍ଥକ ସମୀର ଦାସଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିବା ସହ ଆଗାମୀ ଦିନରେ ଆହୁରି ଅନେକ କର୍ମୀ ଇସ୍ତଫା ଦେବେ ବୋଲି କହିଥିଲେ। ଅନ୍ୟପଟେ ବିଜେଡିରୁ ଟିକେଟ ପାଇଥିବା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକଙ୍କ ସମର୍ଥକମାନେ ସମୀରଙ୍କ ଦଳବିରୋଧୀ କାର୍ଯ୍ୟକୁ ନିନ୍ଦା କରିଛନ୍ତି । ଯାହାକୁ ନେଇ ଦିଲ୍ଲୀପ ନାୟକ ସାମ୍ବାଦିକ ସମ୍ମିଳନୀ କରି ସମୀରଙ୍କ ଉପରେ ଅସନ୍ତୋଷ ଝାଡିଛନ୍ତି । ସମୀର ଦଳରେ ବିଶୃଙ୍ଖଳା କରୁଛନ୍ତି ଓ ଆଗାମୀ ଦିନରେ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିକ୍ରିୟା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା