ବାକି ୩ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସିଲା ବିଜେଡିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ବାକିଥିବା ୩ ଆସନରେ ପ୍ରାର୍ଥୀ ଘୋଷଣା କଲା ଦଳ । କୋରେଇ, ଖଣ୍ଡପଡା ଓ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛି । କୋରେଇରୁ ସନ୍ଧ୍ୟାରାଣୀ ଦାସ, ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ସୁକାନ୍ତ ନାୟକଙ୍କୁ ଟିକେଟ ଦେଇଛି ବିଜେଡି । ଦେବଗଡ଼ରେ ପ୍ରାର୍ଥୀ ବଦଳାଇଲା ବିଜେଡି । ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ହେଲେ ପ୍ରାର୍ଥୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ