ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକ। ।ସପ୍ତମ ପର୍ଯ୍ୟାୟରେ ୬ଟି ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ହିନ୍ଦୋଳ- ମହେଶ ସାହୁ

ରଘୁନାଥପାଲୀ- ଅର୍ଚ୍ଚନା ବେହେରା

ବାଲିକୁଦା ଏରସମା -ସାରଦା ଜେନା

କାକଟପୁର- ତୁଷାରକାନ୍ତି ବେହେରା

ବାଙ୍ଗିରିପୋଷି- ରଂଜିତା ମାରାଣ୍ଡି

ବରୀ- ବିଶ୍ବରଂଜନ ମଲ୍ଲିକ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ