Masthead

ହ୍ୱିପ ଜାରି କଲା ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହିଳା ସଂରକ୍ଷଣ ବିଲ୍‌କୁ ସମର୍ଥନ କରି ହ୍ୱିପ ଜାରି କଲା ବିଜେଡି । ରାଜ୍ୟ ସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍ । ଏଥିପାଇଁ ସମସ୍ତ ସାଂସଦଙ୍କୁ ଗୃହରେ ଉପସ୍ଥିତ ରହିବାକୁ ହ୍ୱିପ ଜାରି କରିଛି ବିଜେଡି ।

ବିଲ୍ ଆଗତ ସମୟରେ ବିଜେପିରୁ ୧୪ ଜଣ ମହିଳା ସାଂସଦ, କଂଗ୍ରେସରୁ ୪ଜଣ ଓ ବିଜେଡିରୁ ୫ ଜଣ ସାଂସଦ ସାମିଲ ହେବା ନେଇ ସ୍ପଷ୍ଟ ହୋଇଛି । ଗତକାଲି ରାଜ୍ୟସଭାରେ ବିଲ୍ ପାରିତ ହେବା ପରେ କଂଗ୍ରେସ ଏହି ବିଲ୍‌କୁ ସମର୍ଥନ କରୁଛି ବୋଲି କହିଥିଲେ ସୋନିଆ ଗାନ୍ଧୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ