Masthead

ବିକାଶ ନାଁରେ ବିଶ୍ୱାସଘାତ କରିଛି ବିଜେଡି: ପ୍ରଧାନମନ୍ତ୍ରୀ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ବାଲେଶ୍ୱର ଧାନ, ପାନ ଏବଂ ମୀନର କ୍ଷେତ୍ର । ଏଠି ସର୍ବତ୍ର ଗୁଂଜରିତ । ପୁଣି ଥରେ ମୋଦି ସରକାର । ଓଡ଼ିଶା ଲୋକଙ୍କ ଭଲପାଇବା ମୁଁ କେବେ ଭୁଲି ପାରିବିନି । ଓଡ଼ିଆ ଅସ୍ମିତା ଓ ଓଡ଼ିଶାର ବିକାଶ ପାଇଁ ଏଥର ବିଜେପି ସରକାର ହେବ । ବିଜେଡି ପ୍ରାର୍ଥୀଙ୍କୁ ଲୋକ ଭୋଟ ଦେବାକୁ ଚାହୁଁନାହାନ୍ତି । ଲୋକ କହୁଛନ୍ତି ବିଜେଡିକୁ ଭୋଟ ଦେଲେ ବେକାର ହୋଇଯିବ । ବିଜେଡିକୁ ୨୫ ବର୍ଷ ଦେଲେ, ସେମାନେ ବିକାଶ ନାଁରେ ବିଶ୍ବାସଘାତ କଲେ । ଓଡ଼ିଶାରେ ନୂଆ କଥା ଛାଡ଼, ପୂର୍ବରୁ ଥିବା ଶିଳ୍ପ ବନ୍ଦ ହେଲାଣି ।

ବିଜେପିର ମୁଖ୍ୟମନ୍ତ୍ରୀ ହେବା କ୍ଷଣି ପର୍ଯ୍ୟଟନର ବିକାଶ ହେବ । ଓଡ଼ିଶାରେ ତୀର୍ଥଯାତ୍ରା, ସମୁଦ୍ର ପର୍ଯ୍ୟଟନର ବିକାଶ କରାଯିବ । ଯେଉଁ ବିଜେଡି ନେତାଙ୍କ ପାଖରେ ସାଇକଲ ନଥିଲା, ଏବେ ବଡ଼ ଗାଡ଼ି । ବିଜେଡି ନେତା ଚାଷୀଙ୍କ ନାଁରେ ନକଲି କାଗଜାତ ଦେଇ ଋଣ ଉଠାଇନେଲେ । ଆପଣଙ୍କ ପଇସା ନେଇ ବିଜେଡି ନେତା ନିର୍ବାଚନ ଲଢୁଛନ୍ତି । ବିଜେପି ସରକାର ଏ ସବୁ ଖେଳ ବନ୍ଦ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ