Masthead

ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ମାଫିଆ ଦେଇଛି: ପ୍ରଧାନମନ୍ତ୍ରୀ

କଟକ (ବଡ଼ ଖବର ବ୍ୟୁରୋ): କଟକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ । କହିଛନ୍ତି ଆପଣଙ୍କ ଉତ୍ସାହ କହୁଛି ୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବ । ଜୁନ୍‌ ୧୦ରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଶପଥ ନେବା ନିଶ୍ଚିତ । ମୋଦି ସରକାର ଦିଲ୍ଲୀରେ ଶପଥ ନେବା ବି ନିଶ୍ଚିତ । କଟକ ଆଧୁନିକ ଶିକ୍ଷାର ନଗରୀ, ବିକଶିତ ଭାରତର ସାମର୍ଥ୍ୟ ବଢ଼ାଇବ କଟକ । ଓଡ଼ିଶାର ସଂସ୍କୃତି ବୁଝୁନଥିବା ଲୋକ କିଭଳି ଏହାର ନେତୃତ୍ବ ନେବ । ବିଜେଡିକୁ ୨୫ ବର୍ଷ ଦେଲେ, ଏହାର ପରିଣାମ କଣ ହେଲା ଦେଖିଲେ ।

ଓଡ଼ିଶାକୁ ଏବେ ବିଜେଡିର ମନ୍ଥର ସରକାର ପଛକୁ ନେଇଯାଇଛି । ଏବେ ଓଡ଼ିଶା ପାଇଁ ଡବଲ ଇଂଜିନ ବାଲା ବିଜେପି ସରକାର ଦରକାର । ଏଠାରେ ବିଜେପିର ପୂର୍ଣ୍ଣ ବହୁମତ ସରକାର ହେବାକୁ ଯାଉଛି । ବିଜେପି ହିଁ ଓଡ଼ିଶାକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବ । ବିଜେଡିର ଭ୍ରଷ୍ଟାଚାରୀ ରାକେଟକୁ ନେଇ ଲୋକ ଅତିଷ୍ଠ ହେଲେଣି । ଚିଟ୍‌ଫଣ୍ଡ ଦୁର୍ନୀତିରେ ବିଜେଡି ଓଡ଼ିଶା ଲୋକଙ୍କୁ ଧୋକା ଦେଇଛି । ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ମାଫିଆ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା