Masthead

ବିଜେଡି କାହା ସହ ନାହିଁ : ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିକୁ ବିଜେଡ଼ିର ସମର୍ଥନ ପ୍ରସଙ୍ଗରେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରତିକ୍ରିୟା । କହିଛନ୍ତି ବିଜେଡି ସଦାବେଳେ ସମଦୁରତା ଅବଲମ୍ବନ କରୁଛି । ଆଗକୁ ବି ଏହି ଆଭିମୁଖ୍ୟ ରହିବ । କାହା ସହ ବିଜେଡି ନାହିଁ । ଦଳର ସମ୍ବିଧାନ ଓ ସୁପ୍ରିମୋଙ୍କ ପରାମର୍ଶ ମାନିବା ସମସ୍ତଙ୍କ ଦାୟିତ୍ୱ । ସମର୍ଥନ କାହିଁକି ଦିଆଗଲା ତାହା ନେତାଙ୍କ ନିଷ୍ପତି । ବିଜେଡି କେବେ ମହିଳାଙ୍କ ପ୍ରତି ଅସମ୍ମାନକୁ ବରଦାସ୍ତ କରିନି ।

ସଦାବେଳେ ମହିଳା ସଶକ୍ତିକରଣକୁ ଗୁରୁତ୍ଵ ଦେଇଛି । କାହା ଦୟାରେ ବିଜେଡି ସମର୍ଥନ କରୁନି । ନେତାଙ୍କ ନିର୍ଦ୍ଦେଶ ମାନିବା ଦଳର ଦାୟିତ୍ୱ । ନେତାଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ଦଳର ଦାୟିତ୍ୱ । କିଏ କଣ କହିଲା ତାଙ୍କ ବ୍ୟକ୍ତିଗତ ମତ । ବିଜେଡି କାହାକୁ ଭୟ କରୁନି । ମହିଳା ସଂରକ୍ଷଣ ପାଇଁ ବିଜେଡି ଦାବି କରୁଛି, କେନ୍ଦ୍ର ଗ୍ରହଣ କରିବ ବୋଲି ଆଶା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି