Masthead

ବିଜେଡି କାହା ସହ ନାହିଁ : ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିକୁ ବିଜେଡ଼ିର ସମର୍ଥନ ପ୍ରସଙ୍ଗରେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରତିକ୍ରିୟା । କହିଛନ୍ତି ବିଜେଡି ସଦାବେଳେ ସମଦୁରତା ଅବଲମ୍ବନ କରୁଛି । ଆଗକୁ ବି ଏହି ଆଭିମୁଖ୍ୟ ରହିବ । କାହା ସହ ବିଜେଡି ନାହିଁ । ଦଳର ସମ୍ବିଧାନ ଓ ସୁପ୍ରିମୋଙ୍କ ପରାମର୍ଶ ମାନିବା ସମସ୍ତଙ୍କ ଦାୟିତ୍ୱ । ସମର୍ଥନ କାହିଁକି ଦିଆଗଲା ତାହା ନେତାଙ୍କ ନିଷ୍ପତି । ବିଜେଡି କେବେ ମହିଳାଙ୍କ ପ୍ରତି ଅସମ୍ମାନକୁ ବରଦାସ୍ତ କରିନି ।

ସଦାବେଳେ ମହିଳା ସଶକ୍ତିକରଣକୁ ଗୁରୁତ୍ଵ ଦେଇଛି । କାହା ଦୟାରେ ବିଜେଡି ସମର୍ଥନ କରୁନି । ନେତାଙ୍କ ନିର୍ଦ୍ଦେଶ ମାନିବା ଦଳର ଦାୟିତ୍ୱ । ନେତାଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ଦଳର ଦାୟିତ୍ୱ । କିଏ କଣ କହିଲା ତାଙ୍କ ବ୍ୟକ୍ତିଗତ ମତ । ବିଜେଡି କାହାକୁ ଭୟ କରୁନି । ମହିଳା ସଂରକ୍ଷଣ ପାଇଁ ବିଜେଡି ଦାବି କରୁଛି, କେନ୍ଦ୍ର ଗ୍ରହଣ କରିବ ବୋଲି ଆଶା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା