Masthead

ବିଜେଡି ନେତା ବିକ୍ରମ ପଣ୍ଡା ଗିରଫ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୀତବାସ ହତ୍ୟା ମାମଲା , ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ ।  ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା ଗିରଫ । କିଛି ସମୟ ପରେ ପ୍ରେସମିଟ୍ କରିବେ ବ୍ରହ୍ମପୁର ଏସପି । ଖୋଲିବ ପୀତବାସ ହତ୍ୟା ମାମଲାର ରହସ୍ୟ । ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣ ଗିରଫ କରାଯାଇଛି । ପୂର୍ବତନ ମେୟର ଶିବଶଙ୍କର ଦାସ (ପିଣ୍ଟୁ) ଗିରଫ । ତା ସହିତ କର୍ପୋରେଟର୍ ମଳୟ ବିଷୋୟୀ ଗିରଫ ହୋଇଥିବା ବେଳେ ବିକ୍ରମ ପଣ୍ଡାଙ୍କ ସହଯୋଗୀ ମଦନ ଦଳେଇ ଗିରଫ ହୋିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ