Masthead

ବଢିଲା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଡୁଆ, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସଞ୍ଜୁକ୍ତା ମହଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢିଲା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଡୁଆ । ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସଞ୍ଜୁକ୍ତା ମହଲା । ଏତଲା ପରେ ବି ପୋଲିସ କାର୍ୟ୍ୟାନୁଷ୍ଠାନ ନେଉନଥିବା ଦର୍ଶାଇ ହାଇକୋର୍ଟରେ ମାମଲା ରୁଜୁ । ମାମଲାରେ ୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।

 ବିଜେଡି ବିଧାୟକ ଶ୍ରୀକାନ୍ତ ସାହୁ, ପୋଲିସ କମିଶନର, ଡିସିପି, ମହିଳା ଥାନା ଆଇଆଇସି ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରାଯାଇଛି । ନିର୍ଯାତନା  ଅଭିଯୋଗ ନେଇ ଥାନାରେ ଏତଲା ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନଥିବାରୁ ଏନେଇ ନିର୍ଦ୍ଦେଶ ଦେବାକୁ ସେ ହାଇକୋର୍ଟରେ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ