Masthead

ବଢିଲା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଡୁଆ, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସଞ୍ଜୁକ୍ତା ମହଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢିଲା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଡୁଆ । ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସଞ୍ଜୁକ୍ତା ମହଲା । ଏତଲା ପରେ ବି ପୋଲିସ କାର୍ୟ୍ୟାନୁଷ୍ଠାନ ନେଉନଥିବା ଦର୍ଶାଇ ହାଇକୋର୍ଟରେ ମାମଲା ରୁଜୁ । ମାମଲାରେ ୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।

 ବିଜେଡି ବିଧାୟକ ଶ୍ରୀକାନ୍ତ ସାହୁ, ପୋଲିସ କମିଶନର, ଡିସିପି, ମହିଳା ଥାନା ଆଇଆଇସି ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରାଯାଇଛି । ନିର୍ଯାତନା  ଅଭିଯୋଗ ନେଇ ଥାନାରେ ଏତଲା ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନଥିବାରୁ ଏନେଇ ନିର୍ଦ୍ଦେଶ ଦେବାକୁ ସେ ହାଇକୋର୍ଟରେ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା