ଟାଟା ପାୱାରକୁ ଦାୟୀ କଲେ ବିଜେଡି ସାଂସଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ବିଭ୍ରାଟକୁ ନେଇ ଟାଟା ପାୱାରକୁ ଦାୟୀ କଲେ ବିଜେଡି ସାଂସଦ । ଟାଟା ପାୱାରକୁ ଦାୟୀ କଲେ ସାଂସଦ ଅମର ପଟ୍ଟନାୟକ । ସେ ଟୁଇଟ କରି ଲେଖିଛନ୍ତି ବିଦ୍ୟୁତ ବିତରଣରେ ଗ୍ୟାପ ବା ସଟଫଲ ରହୁଛି । ଲୋଡ ବାଲାନ୍ସିଂ ଠିକ ଭାବେ ହୋଇପାରୁନି । ଟାଇମ ଟୁ ଟାଇମ ଅପଗ୍ରେଡ କରାଯାଉନି । ତେଣୁ ବିଜୁଳି ବାରବାର କଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ