Masthead

ଅମିତ ଶାହଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଜୁ ଜନତା ଦଳର ଲୋକସଭା ଓ ରାଜ୍ୟସଭା ସାଂସଦମାନେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ତାଙ୍କ ଚାମ୍ବରରେ ସାକ୍ଷାତ କରି ସଂରକ୍ଷଣ ୫୦ ପ୍ରତିଶତରୁ କମ୍ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି । ପରେ ବିଜେଡି ସାଂସଦମାନେ ଦାବିପତ୍ର କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ପ୍ରଦାନ କରିଛନ୍ତି ।

ଏହି ଦାବିପତ୍ରରେ ରାଜ୍ୟଗୁଡ଼ିକର ସଶକ୍ତିକରଣ ପାଇଁ କେନ୍ଦ୍ରୀୟ ଆଇନର ୫୦% ସଂରକ୍ଷଣ ବୃଦ୍ଧି ଓ ଏସଇବିସି ଓ ଓବିସି ଚିହ୍ନଟ କରି ଜାତିଭିତ୍ତିକ ଜନଗଣନା କରିବାକୁ ଉଲ୍ଲେଖ କରିଛନ୍ତି । ତେବେ ବିଜେଡି ସାଂସଦଙ୍କ ଦାବିକୁ କେନ୍ଦ୍ର ଗୃହମନ୍ତ୍ରୀ ପ୍ରଶଂସା କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ସୌହାର୍ଦ୍ଧପୂର୍ଣ୍ଣ ହୋଇଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା