Masthead

ଅମିତ ଶାହଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଜୁ ଜନତା ଦଳର ଲୋକସଭା ଓ ରାଜ୍ୟସଭା ସାଂସଦମାନେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ତାଙ୍କ ଚାମ୍ବରରେ ସାକ୍ଷାତ କରି ସଂରକ୍ଷଣ ୫୦ ପ୍ରତିଶତରୁ କମ୍ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି । ପରେ ବିଜେଡି ସାଂସଦମାନେ ଦାବିପତ୍ର କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ପ୍ରଦାନ କରିଛନ୍ତି ।

ଏହି ଦାବିପତ୍ରରେ ରାଜ୍ୟଗୁଡ଼ିକର ସଶକ୍ତିକରଣ ପାଇଁ କେନ୍ଦ୍ରୀୟ ଆଇନର ୫୦% ସଂରକ୍ଷଣ ବୃଦ୍ଧି ଓ ଏସଇବିସି ଓ ଓବିସି ଚିହ୍ନଟ କରି ଜାତିଭିତ୍ତିକ ଜନଗଣନା କରିବାକୁ ଉଲ୍ଲେଖ କରିଛନ୍ତି । ତେବେ ବିଜେଡି ସାଂସଦଙ୍କ ଦାବିକୁ କେନ୍ଦ୍ର ଗୃହମନ୍ତ୍ରୀ ପ୍ରଶଂସା କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ସୌହାର୍ଦ୍ଧପୂର୍ଣ୍ଣ ହୋଇଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ