Masthead

ଅଗଷ୍ଟ ୮ରେ ହେବ ଅନାସ୍ଥା ପ୍ରସ୍ତାବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନାସ୍ଥା ପ୍ରସ୍ଥାବକୁ ବିରୋଧ କରିବ ବିଜେଡି । ମଣିପୁର ପ୍ରସଙ୍ଗରେ ଅନାସ୍ଥା ପ୍ରସ୍ଥାବ ଆଣିଛି ବିରୋଧୀ ମେଣ୍ଟ । ଅଗଷ୍ଟ ୮ରେ ହେବ ଅନାସ୍ଥା ପ୍ରସ୍ତାବ । ସଂସଦରେ ୮ ରୁ ୧୦ ଯାଏଁ ହେବ ଅନାସ୍ଥା ଆଲୋଚନା । ୧୦ରେ ଗୃହରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ