Masthead

ଓଡ଼ିଶାରେ ବିଜେଡିର ସଂଗଠନ ସୁଦୃଢ଼ ଅଛି: ସୁଶାନ୍ତ ସିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅମିତ ଶାହଙ୍କ ଓଡିଶା ଗସ୍ତ ନେଇ ବିଜେଡିର ପ୍ରତିକ୍ରିୟା । ବିଜେଡି ବିଧାୟକ ସୁଶାନ୍ତ ସିଂ କହିଛନ୍ତି ଅମିତ ଶାହ କେନ୍ଦ୍ର ସରକାରରେ ଗୃହ ମନ୍ତ୍ରୀ ଅଛନ୍ତି । ତେଣୁ ସରକାରୀ କାର୍ଯ୍ୟକ୍ରମରେ ଆସି ପାରିବେ ଓ ଆଲୋଚନା ବି କରି ପାରିବେ । ରାଜ୍ୟରେ ନକ୍ସଲ ପ୍ରଭାବ କମିଛି ସେ ନେଇ କାର୍ଯ୍ୟକ୍ରମ ରହିଛି । ସେହିପରି ଓଡ଼ିଶାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ବି ରହିଛି ।

ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇପାରେ । ଓଡ଼ିଶାରେ ବିଜେଡିର ସଂଗଠନ ସୁଦୃଢ଼ ଅଛି । ଏକାକୀ ଭାବେ ଆମେ ତିନିଥର ନିର୍ବାଚନ ଜିତିଛୁ । ତେଣୁ ଏଠି ମେଣ୍ଟର ଆବଶ୍ୟକତା ନାହିଁ । ବିନା ମେଣ୍ଟରେ ଆମେ ଅଧିକ ଲୋକସଭା ଓ ବିଧାନସଭା ସିଟ ଜିତିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ