Masthead

ଜନସମ୍ପର୍କ ପଦଯାତ୍ରାରେ ହଟହଟା ହେଲେ ବିଧାୟକ ଦିବ୍ୟଶଙ୍କର ମିଶ୍ର

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):  ବିଧାୟକ ଦିବ୍ୟଶଙ୍କର ହଟହଟା । ଜନସମ୍ପର୍କ ପଦଯାତ୍ରାରେ ହଟହଟା ହେଲେ ଦିବ୍ୟଶଙ୍କର । ମହିଳାଙ୍କ ପ୍ରଶ୍ନବାଣରେ ହେଲେ ଘାଇଲା । ଜୁନାଗଡ଼ ବ୍ଲକ ନାନ୍ଦୋଳ ପଞ୍ଚାୟତର ବାଦଲଦେଇ ଗାଁରେ ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର ଜନସମ୍ପର୍କ ପଦଯାତ୍ରା କରିଥିଲେ । ଗାଁର ମହିଳାମାନେ ନିଜ ସମସ୍ୟା ନେଇ ବିଧାୟକଙ୍କୁ ପ୍ରଶ୍ନ କରିଥିଲେ । ନାନ୍ଦୋଳ ପଂଚାୟତର ୮୦ରୁ ଅଧିକ ପରିବାର ଜାରିଙ୍ଗରେ ଥିବା ପତରା ଜମିରେ ଚାଷ କରି ପରିବାର ପ୍ରତିପୋଷଣ କରନ୍ତି କିନ୍ତୁ ଏହି ଜମି ସରକାର ଇଡକୋକୁ ବିକି୍ର କରିଛନ୍ତି ।

ଏବେ ଏହି ଜମିରେ ଇଥାନାଇଲ ଫ୍ୟାକ୍ଟି୍ର ନିର୍ମାଣ ଚାଲିଛି । ଯାହାଦ୍ୱାରା ୮୦ ପରିବାର ଏବେ ଅନେକ ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଅନେକ ଗରିବଲୋକ ଚାଷ କରି ଗୁଜୁରାଣ ମେଣ୍ଟାଉଥିବା ବେଳେ ଏମାନଙ୍କ ପେଟରେ ସରକାର ଲାତ ମାରିଥିବା ମହିଳାମାନେ ଅଭିଯେ୍ଧଜ୍ଞ କରିଛନ୍ତି । ବିଧାୟକ ଠାରୁ ଆରମ୍ଭ କରି ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ