Masthead

ବାଲେଶ୍ୱରରେ ବିଜେଡିର ସାମ୍ବାଦିକ ସମ୍ମିଳନୀ, କଣ କହିଲେ ଜାଣନ୍ତୁ

ବାଲେଶ୍ୱର, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ବିଜେଡି ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ ବିଜେପିକୁ ସିଧାସଳଖ ଟାର୍ଗେଟ କରାଯାଇଛି। ବିଜେଡି ବାଲେଶ୍ୱର ନିର୍ବାଚନ ଦାୟିତ୍ୱରେ ଥିବା ମନ୍ତ୍ରୀ ପ୍ରତାପ ଜେନା ଅଭିଯୋଗରେ କହିଛନ୍ତି ଅଞ୍ଚଳର ବିକାଶ ଦାୟିତ୍ୱ ଜନପ୍ରତିନିଧି ହାତରେ ଥାଏ। କିନ୍ତୁ ପୂର୍ବରୁ ଥିବା ଜନପ୍ରତିନିଧି ସରକାରଙ୍କ ସହ ସମନ୍ୱୟ ରକ୍ଷା ନ କରିବାରୁ ବାଲେଶ୍ୱରରେ ଆଦୌ ବିକାଶ ହୋଇ ପାରିନାହିଁ। ବିଜେଡି ଏହାକୁ ଅସ୍ତ୍ର କରି ଭୋଟରମାନଙ୍କ ନିକଟକୁ ଯାଉଛି। ଅନ୍ୟପଟେ ବିଜେଡିରେ ଦେଖାଦେଇଥିବା ଅନ୍ତର୍କନ୍ଦଳ ପ୍ରସଙ୍ଗରେ ବାଲେଶ୍ୱର ବିଜେଡି ସଭାପତି ରବୀନ୍ଦ୍ର ଜେନା କହିଛନ୍ତି, ପୂର୍ବରୁ ଯାହା ବି ଥିଲା ତାହା ଆପୋସ ବୁଝାମଣା ଜରିଆରେ ସମାଧାନ ହୋଇସାରିଛି। ସମସ୍ତ କର୍ମୀ ଏବେ ଏକ ହୋଇ ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କୁ ବିଜୟୀ କରିବା ପାଇଁ ପ୍ରଚାରରେ ସାମିଲ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ