Masthead

ଅପରାଜିତା ଷଡଙ୍ଗୀଙ୍କ ଅଭିଯୋଗର ପ୍ରତିକ୍ରିୟା ରଖିଲା ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଭିଯୋଗ ସମ୍ପୂର୍ଣ ଭିତ୍ତିହୀନ । ସେ ଭିତ୍ତିହୀନ ମନ୍ତବ୍ୟକୁ ଆମେ ଖାତିର କରୁନାହୁଁ । ସାଂସଦ ହୁଅନ୍ତୁ ଅବା ବିଧାୟକ ଭିତ୍ତିହୀନ ମନ୍ତବ୍ୟ ଦେଲେ ଜନତା ଗ୍ରହଣ କରିବେ ନାହିଁ । ଜନତା ଜାଣିଛନ୍ତି କିଏ କଣ କରୁଛି ରାଜ୍ୟର ଅଗ୍ରଗତି ପାଇଁ, । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ହାତ ରହିଛି । ସମସ୍ତ ଜନତା ରାଜ୍ୟ ସରକାରଙ୍କ ସାଙ୍ଗରେ ଅଛନ୍ତି । ବିରୋଧୀ ଯେଉଁ ଭିତ୍ତିହୀନ ମନ୍ତବ୍ୟ ଦେଉଛନ୍ତି ଏହାର ଜବାବ ଶୀଘ୍ର ପାଇବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା