Masthead

ଅପରାଜିତା ଷଡଙ୍ଗୀଙ୍କ ଅଭିଯୋଗର ପ୍ରତିକ୍ରିୟା ରଖିଲା ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଭିଯୋଗ ସମ୍ପୂର୍ଣ ଭିତ୍ତିହୀନ । ସେ ଭିତ୍ତିହୀନ ମନ୍ତବ୍ୟକୁ ଆମେ ଖାତିର କରୁନାହୁଁ । ସାଂସଦ ହୁଅନ୍ତୁ ଅବା ବିଧାୟକ ଭିତ୍ତିହୀନ ମନ୍ତବ୍ୟ ଦେଲେ ଜନତା ଗ୍ରହଣ କରିବେ ନାହିଁ । ଜନତା ଜାଣିଛନ୍ତି କିଏ କଣ କରୁଛି ରାଜ୍ୟର ଅଗ୍ରଗତି ପାଇଁ, । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ହାତ ରହିଛି । ସମସ୍ତ ଜନତା ରାଜ୍ୟ ସରକାରଙ୍କ ସାଙ୍ଗରେ ଅଛନ୍ତି । ବିରୋଧୀ ଯେଉଁ ଭିତ୍ତିହୀନ ମନ୍ତବ୍ୟ ଦେଉଛନ୍ତି ଏହାର ଜବାବ ଶୀଘ୍ର ପାଇବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ