Masthead

ବିଜେଡିର ଷ୍ଟାର୍ ପ୍ରଚାରକ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା । ତାଲିକାରେ ଶୀର୍ଷରେ ଅଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ସଞ୍ଜୟ ଦାସବର୍ମା ତାରକା ପ୍ରଚାରକ ତାଲିକାରୁ ବାଦ ପଡିଥିବା ବେଳେ  ଅଳକା ମହାନ୍ତି । ଅନ୍ୟମାନଙ୍କ ମଧ୍ୟରେ ପ୍ରଣବ ପ୍ରକାଶ ଦାସ, ସୁଶାନ୍ତ ସିଂ. ଦେବୀ ମିଶ୍ର, ଦିବ୍ୟଶଙ୍କର ମିଶ୍ର, ରୀତା ସାହୁ ପ୍ରମୁଖ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା