Masthead

ବିଜେଡି ପ୍ରାର୍ଥୀ ବିଜୟୀ

ସାଲେପୁର(ବଡ଼ ଖବର ବ୍ୟୁରୋ): ଜିଲ୍ଲାପରିଷଦ ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ବିଜୟୀ । କଟକ ସଦର ନିର୍ବାଚନ ମଣ୍ଡଳୀର କିଶନନଗର ୭ ନମ୍ବର ଜିଲ୍ଲା ପରିଷଦରେ ବିଜେଡ଼ି ପ୍ରାର୍ଥୀ ବିଳାସ ମଲ୍ଲିକ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ତଥା ବିଜେପି ପ୍ରାର୍ଥୀ ନାରାୟଣ ମଲ୍ଲିକଙ୍କୁ ୯ ହଜାର ୨୨୧ ଭୋଟରେ ପରାସ୍ତ କରିଛନ୍ତି । ବିଳାସ ୧୩ ହଜାର ୪୨୫ ଭୋଟ ପାିତିବା ବେଳେ ନାରାୟଣ ୪ହଜାର ୪୦୨ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ନାରାୟଣ ମଲ୍ଲିକ ୭୫୧, କମ୍ୟୁନିଷ୍ଟ ପ୍ରାର୍ଥୀ ଭାଗିରଥୀ ଭୋଇ ୪୯୯ ଭୋଟ ପାଇଛନ୍ତି । ମୋଟ ୩୬ ହଜାର ୮୮୯ ଭୋଟରଙ୍କ ମଧ୍ୟରୁ ୧୯ ହଜାର ୩୫୭ ଜଣ ଭୋଟ ଦେଇଥିଲେ । ୪୭୮ ଭୋଟ ନାକଚ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା